ଋଣ ଚିନ୍ତା: ଜୀବନ ହାରିଲେ ଚାଷୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

ଋଣ ଚିନ୍ତା: ଜୀବନ ହାରିଲେ ଚାଷୀ

farmer

କଟକ(ଓଡ଼ିଶା ରିପୋର୍ଟର): ଋଣ ଚିନ୍ତାରେ ଯାଜପୁର ଜିଲ୍ଲାର ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସୁଶାନ୍ତ ଗନ୍ତାୟତ। ତାଙ୍କ ଘର ଜିଲ୍ଲାର ଧର୍ମଶାଳାର ପଟୁଣିଆ ପଞ୍ଚାୟତ ଅନ୍ତର୍ଗତ ଡିହ ନରସିଂହପୁର ଗାଁରେ।

ଗତ ୧୨ ତାରିଖରେ ସୁଶାନ୍ତ କୀଟନାଶକ ପିଇ ଦେଇଥିଲେ। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି।

ସୁଶାନ୍ତଙ୍କ ପତ୍ନୀ ଅଭିଯୋଗ କରିଛନ୍ତି ଯେ ସେ ଲକ୍ଷାଧିକ ଟଙ୍କା ଋଣ କରି ଚାଷ କରିଥିଲେ। ତେଣୁ ସେ ମାନସିକ ଚାପରେ ରହୁଥିଲେ। ସେଥିପାଇଁ ସେ ଆତ୍ମହତ୍ୟା କରିଛନ୍ତି।



from Odisha Reporter http://bit.ly/2X9l1tZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages