ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ଚେନ୍ନାଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ଚେନ୍ନାଇ

କୋଲକାତା: ଚଳିତ ଆଇପିଏଲର ୨୮ତମ ମ୍ୟାଚ୍ ରବିବାର କୋଲକାତା ନାଇଟ୍ ରାଇଡର୍ସ ଓ ଚେନ୍ନାଇ ସୁପର କିଙ୍ଗସ୍ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଫଳରେ କୋଲକାତା ପ୍ରଥମେ ବ୍ୟାଟିଂ କରିବ। କୋଲକାତା ଦଳକୁ କ୍ରିସ ଲିନ, ସୁନୀଲ ନରିନ୍ ଓ ହ୍ୟାରୀ ଗର୍ନି ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେହିପରି ଚେନ୍ନାଇ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଚେନ୍ନାଇ ଏକାଦଶ: ଫାଫ ଡୁପ୍ଲେସିସ୍, ଶେନ୍ ୱାଟସନ, ସୁରେଶ ରାଇନା, ଅମ୍ବାତି ରାୟୁଡୁ, ମହେନ୍ଦ୍ର ସିଂହ ଧୋନି, କେଦାର ଯାଦବ, ରବୀନ୍ଦ୍ର ଜାଡେଜା, ମିଚେଲ ସାଣ୍ଟନର, ଇମ୍ରାନ ତାହିର, ଶାର୍ଦ୍ଦୁଲ ଠାକୁର, ଦୀପକ ଚହର୍।

କୋଲକାତା ଏଦାକଶ: କ୍ରିସ୍ ଲିନ, ସୁନୀଲ ନରିନ, ରବିନ୍ ଉଥାପ୍ପା, ନୀତୀଶ ରାଣା, ଦିନେଶ କାର୍ତ୍ତିକ, ଶୁବମାନ୍ ଗିଲ୍, ଆନ୍ଦ୍ରେ ରସେଲ, ପୀୟୂଷ ଚାୱଲା, କୁଲଦୀପ ଯାଦବ, ପ୍ରସିଦ୍ଧ କ୍ରିଷ୍ଣା, ହ୍ୟାରୀ ଗର୍ନି।



from Odisha Reporter http://bit.ly/2IiS8Z2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages