୧୪ ଏପ୍ରିଲ, ରବିବାର: ଋଣ ଦିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 13, 2019

୧୪ ଏପ୍ରିଲ, ରବିବାର: ଋଣ ଦିଅନ୍ତୁ ନାହିଁ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ନିବେଶ କିମ୍ବା ଅଚଳ ସମ୍ପତ୍ତି ଉପରେ ଆଲୋଚନା କରିପାରନ୍ତି।

ବୃଷ: ଆଜି ଦିନଟି ବହୁତ ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମିଥୁନ: ବ୍ୟବସାୟ କ୍ଷେତ୍ରରେ ଆଶାମୁତାବକ ଲାଭ ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହଯୋଗ ମିଳିବ।

କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଋଣ ଦିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ସମାଜରେ ମାନ-ସମ୍ମାନ ଓ ପ୍ରତିଷ୍ଠା ମିଳିବ। ହଠାତ ଧନ ପ୍ରାପ୍ତିର ଯୋଗ ରହିଛି। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘର ପାଇଁ କୌଣସି ଦାମୀ ଜିନିଷ କିଣିପାରନ୍ତି।

ତୁଳା: କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ଆତ୍ମବିଶ୍ୱାସ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି।

ବିଛା: ସ୍ୱାସ୍ଥ୍ୟ ଭଲ ରହିବ। ମନ ପ୍ରସନ୍ନ ରହିବ। କୌଣସି ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଖୁସିରେ କଟିବ।

ଧନୁ: ପରିବାରରେ ଭଲ ବାତାବରଣ ରହିବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଯାନବାହନ କିଣିବାର ଯୋଗ ରହିଛି।

ମକର: ସାଙ୍ଗସାଥୀଙ୍କ ସହ ଦିନଟି ହସଖୁସିରେ କଟିବ। ଭାଇଙ୍କଠାରୁ ପରାମର୍ଶ ନେଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଚିନ୍ତାମୁକ୍ତ ରହିବେ। ବ୍ୟବସାୟରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।



from Odisha Reporter http://bit.ly/2IjKMo0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages