ଛୁଟିରୁ ଫେରି ଦାୟିତ୍ୱ ନେଲେ ଡିଜିପି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ଛୁଟିରୁ ଫେରି ଦାୟିତ୍ୱ ନେଲେ ଡିଜିପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଛୁଟିରୁ ଫେରି ଦାୟିତ୍ୱ ନେଲେ ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା। ପତ୍ନୀଙ୍କ ବିୟୋଗ ଯୋଗୁଁ ଛୁଟିରେ ଥିଲେ ରାଜେନ୍ଦ୍ର ପ୍ରସାଦ ଶର୍ମା। ଆଜି ସେ ଓଡ଼ିଶା ଫେରି ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦିଲ୍ଲୀର ଏକ ହସ୍ପିଟାଲରେ ଗତ ୭ ତାରିଖରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କ ପରଲୋକ ହୋଇଥିଲା। ଦିଲ୍ଲୀସ୍ଥିତ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଥିଲା। ଏହାପରେ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ବଦଳରେ ଅଗ୍ନିଶମ ଡିଜି ବିଜୟ କୁମାର ଶର୍ମାଙ୍କୁ ପୁଲିସ ଡିଜି ଭାର ଦିଆଯାଇଥିଲା।



from Odisha Reporter http://bit.ly/2Gp848N

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages