ବିଜେପି ପ୍ରାର୍ଥୀଙ୍କୁ ମାଡ଼ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 11, 2019

ବିଜେପି ପ୍ରାର୍ଥୀଙ୍କୁ ମାଡ଼ ଅଭିଯୋଗ

bjpcandidate

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ଚିକିଟି ବିଧାନସଭା ଆସନ ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନସାମନ୍ତରାୟଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

ଝାଟିଆପଦର ୮୨ ନମ୍ବର ବୁଥ୍‌ରେ ତାଙ୍କୁ ମାଡ଼ ମରାଯାଇଥିବା ବିଜେପି ଅଭିଯୋଗ କରିଛି। ଏକ ପ୍ରେସ୍‌ମିଟ୍‌ରେ ବିଜେପି ରାଜ୍ୟ ଉପ-ସଭାପତି ସମୀର ମହାନ୍ତିଙ୍କ ଏହି ଅଭିଯୋଗ କରିଛନ୍ତି।

ସମୀର ମହାନ୍ତି ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ, ଚିକିଟି ନିର୍ବାଚନମଣ୍ଡଳୀର ଅନେକ ବୁଥ୍‌ରେ ରିଗିଂ ହୋଇଛି। ଏଥିସହ ୧୮ଟି ବୁଥ୍‌ରେ ବିଜେପି ଏଜେଣ୍ଟ୍‌ଙ୍କୁ ପୂରାଇ ଦିଆଯାଇନାହିଁ।

କୋରାପୁଟର ୧୫୯ନଂ ବୁଥ୍‌ରେ ବିଜେପି ଏଜେଣ୍ଟକୁ ତାଲା ପକାଇ ଦିଆଯାଇଥିବା ଶ୍ରୀ ମହାନ୍ତି ଅଭିଯୋଗ କରିଛନ୍ତି।



from Odisha Reporter http://bit.ly/2D2Nzhl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages