ପୂର୍ବ ଶତ୍ରୁତାରୁ ବୋମାମାଡ଼, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 20, 2019

ପୂର୍ବ ଶତ୍ରୁତାରୁ ବୋମାମାଡ଼, ଜଣେ ମୃତ

deadbody

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ବଡ଼ଗୁମୁଳା ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଶାନ୍ତ ସାହୁ।

ପୂର୍ବ ଶତ୍ରୁତାରୁ ଏହି ବୋମା ମାଡ଼ ହୋଇଥିବା କୁହାଯାଉଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଏନେଇ ବ୍ରହ୍ମପୁରର ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ କହିଛନ୍ତି,“ଗତକକାଲି ରାତି ୮ଟାବେଳେ ସୁଶାନ୍ତ ତାଙ୍କ ସାଙ୍ଗ ଘରେ ବସି ମୋବାଇଲ୍‌ରେ କ୍ରିକେଟ୍ ମ୍ୟାଚ୍‌ ଦେଖୁଥିଲେ। ଏହି ସମୟରେ ୪ ଜଣ ଯୁବକ ଆସି ତାଙ୍କ ଉପରକୁ ବୋମା ପକାଇଥିଲେ। ଫଳରେ ସୁଶାନ୍ତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି।”



from Odisha Reporter http://bit.ly/2UOlmpi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages