ଖଣ୍ଡପଡ଼ାରେ ସୌମ୍ୟ ଓ ସିଦ୍ଧାର୍ଥଙ୍କୁ ଟକ୍କର ଦେବେ ବସନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 4, 2019

ଖଣ୍ଡପଡ଼ାରେ ସୌମ୍ୟ ଓ ସିଦ୍ଧାର୍ଥଙ୍କୁ ଟକ୍କର ଦେବେ ବସନ୍ତ

election1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଆଜି ଶେଷ ଦିନ ହୋଇଥିବା ବେଳେ କଂଗ୍ରେସ ଖଣ୍ଡପଡ଼ା ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଏଠାରୁ ବସନ୍ତ କୁମାର ମହାରଣାଙ୍କୁ ପ୍ରାର୍ଥୀ କରିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ନାଁ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ କଟକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଆସୁଥିବା ବେଳେ ଏଠାରେ ତୃତୀୟ ପର୍ଯ୍ୟାୟରେ ଏପ୍ରିଲ୍ ୨୩ ତାରିଖରେ ମତଦାନ ହେବ।

ଖଣ୍ଡପଡ଼ାରେ ବିଜେଡି ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ସିଦ୍ଧାର୍ଥ ସିଂହ ମର୍ଦ୍ଦରାଜଙ୍କୁ ଛିଡ଼ା କରିଛି।



from Odisha Reporter https://ift.tt/2HYNQpM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages