ଆମ୍ବୁଲାନ୍ସ-ଟ୍ରକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ଆମ୍ବୁଲାନ୍ସ-ଟ୍ରକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଦୁଇ ଆହତ

ambulance

ଦେବଗଡ଼ (ସିର୍ଦ୍ଧାଥ ଗୁରୁ): ଦେବଗଡ଼ ଜିଲ୍ଲା ପ୍ରଭାଶୁଣୀ ନିକଟରେ ୧୦୮ ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।

ମୃତକ ହେଲେ ଆମ୍ବୁଲାନ୍ସ ଡ୍ରାଇଭର ରଞ୍ଜିତ ପ୍ରଧାନ। ଆହତମାନେ ହେଲେ ଫାର୍ମାସିଷ୍ଟ ଟିଟେନ୍ ଗଡ଼ନାୟକ ଓ ହେଲପର ରିପନ ପ୍ରଧାନ। ଆହତମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆଜି ଭୋର ପ୍ରାୟ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଆମ୍ବୁଲାନ୍ସଟି ବୁର୍ଲାରେ ରୋଗୀ ଛାଡ଼ି ଫେରୁଥିବା ବେଳେ ପ୍ରଭାଶୁଣୀ ନିକଟରେ ଟ୍ରକ୍‌ ସହ ଧକ୍କା ହୋଇଥିଲା।



from Odisha Reporter http://bit.ly/2V3gko9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages