ଅଡ଼ୁଆରେ ପଡ଼ିପାରନ୍ତି ଅନନ୍ତ ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ଅଡ଼ୁଆରେ ପଡ଼ିପାରନ୍ତି ଅନନ୍ତ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଭୁବନେଶ୍ୱର-ମଧ୍ୟ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ପ୍ରାର୍ଥୀ ପତ୍ର ନାକଚ କରିବା ଲାଗି ଏଡିଏମଙ୍କ ନିକଟରେ ଦାବି କରିଛି ବିଜେପି।  ଅନନ୍ତ ବିଡିଏ ଅଧ୍ୟକ୍ଷ ଭଳି ଲାଭଜନକ ସଂସ୍ଥାରୁ ଇସ୍ତଫା ନଦେଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଯାହାକି ଆଇନ୍‌ ଉଲ୍ଲଂଘନ ବୋଲି ବିଜେପି ଅଭିଯୋଗ ଆଣିଛି।  ବିଜେପିର ଭୁବନେଶ୍ୱର-ମଧ୍ୟ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଓ ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ଭୁବନେଶ୍ୱର ଏଡିଏମ୍‌ଙ୍କ କାର୍ଯ୍ୟାଳୟକୁ ଯାଇ ଏବାବଦରେ ଅଭିଯୋଗ କରିଥିଲେ।

ସେପଟେ ଅନନ୍ତ ନିଜ ପ୍ରତିକ୍ରିୟାରେ କହିଛନ୍ତି ବିଡିଏ ଅଧ୍ୟକ୍ଷ ପଦରୁ ସେ ୨ ଏପ୍ରିଲ୍ ୨୦୧୯ ରୁ ଇସ୍ତଫା ଦେଇସାରିଛନ୍ତି। ୨୦୧୯ ଏପ୍ରିଲ ୩ରେ ଏହା ଗୃହୀତ ହୋଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି ।



from Odisha Reporter http://bit.ly/2FSWmD0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages