ଯାଜପୁରରେ ବ୍ଲାକ ରୋଜ୍‌ ଜାହାଜ କଥା ଉଠାଇଲେ ଧର୍ମେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 23, 2019

ଯାଜପୁରରେ ବ୍ଲାକ ରୋଜ୍‌ ଜାହାଜ କଥା ଉଠାଇଲେ ଧର୍ମେନ୍ଦ୍ର

ଯାଜପୁର(ଗୁଲାମ ଗସ୍‌)ଯାଜପୁର ଜିଲ୍ଲା ବରୁଆଁରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କରି ବ୍ଲାକରୋଜ ଜାହାଜ କଥା ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସେ କହିଛନ୍ତି, ଏହି ଅଞ୍ଚଳର ଜନ ପ୍ରତିନିଧି ଜଣେ ଦୁର୍ନୀତିଗ୍ରସ୍ତ ନେତା ।

ସେ ହେଉଛନ୍ତି ବ୍ଲାକ ରୋଜ ଦୁର୍ନୀତିର ମୁଖ୍ୟ ଖଳନାୟକ। ଦୁର୍ନୀତି  ପାଇଁ ସେ ମନ୍ତ୍ରିମଣ୍ଡଳରୁ ବିଦା ହୋଇଥିଲେ। ସେପରି ନେତାଙ୍କୁ ଲୋକେ ଆଉ ଭୋଟ୍ ଦେବେ ନାହିଁ । ସେମିତି ବିଜେଡିର ସମସ୍ତ ନେତା ହାରିବେ ବୋଲି  ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।



from Odisha Reporter http://bit.ly/2UwC8V2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages