ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି: ଧର୍ମେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନଥିବା କହି କଟାକ୍ଷ କରିଛନ୍ତି ଧର୍ମେନ୍ଦ୍ର।

ସେହିପରି ଭଞ୍ଜନଗରର ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ ଓ ଗୋପାଳପୁରର ପ୍ରଦୀପ ପାଣିଗ୍ରାହୀଙ୍କୁ ର୍ଟାଗେଟ୍ କରିଛନ୍ତି ଧର୍ମେନ୍ଦ୍ର। ଉଭୟ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଅପରାଧିକ ଓ ଚିଟ୍‌ଫଣ୍ଡ ମାମଲା ରହିଥିବା ଅଭିଯୋଗ କରିଛନ୍ତି ଧର୍ମେନ୍ଦ୍ର। ଏଥିସହ ବ୍ରହ୍ମପୁରରେ ଅପରାଧୀ ଓ ମଦ ମାଫିଆଙ୍କ ପୃଷ୍ଠପୋଷକତାର ନାଁ ନବୀନ ବୋଲି କହି କଡ଼ା ଭାଷାରେ ସେ ସମାଲୋଚନା କରିଛନ୍ତି ଧର୍ମେନ୍ଦ୍ର।



from Odisha Reporter http://bit.ly/2V0wKh2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages