ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବେ ଗ୍ରାମବାସୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 4, 2019

ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବେ ଗ୍ରାମବାସୀ

ଭଦ୍ରକ(ତପନ ସ୍ୱାଇଁ): ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭଣ୍ଡାରୀପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବରଡେଶ୍ୱର ବାସିନ୍ଦା। ଏହାର ପ୍ରତିବାଦରେ ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଆଗରେ ଆନ୍ଦୋଳନ କରିଛନ୍ତି।
ବରଡେଶ୍ୱର ଗାଁରୁ ଦଣ୍ଡ (ଚିନାମାଳି) ପର୍ଯ୍ୟନ୍ତ ଦୀର୍ଘ ୪ କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ରାସ୍ତା ସମସ୍ୟା ନେଇ ଅନେକ ଥର ଜନପ୍ରତିନିଧି ଓ ଜିଲ୍ଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ତେଣୁ ଖୁବଶୀଘ୍ର ରାସ୍ତା ନିର୍ମାଣ କାମ ସାରିବାକୁ ଦାବି କରିଛନ୍ତି ଗ୍ରାମବାସୀ।



from Odisha Reporter https://ift.tt/2YPViZe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages