୨୨ ଏପ୍ରିଲ୍,ସୋମବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

୨୨ ଏପ୍ରିଲ୍,ସୋମବାର: ବ୍ୟସ୍ତତା ଭିତରେ ଦିନଟି କଟିବ

astro

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସତର୍କ ରହି କାମ କରନ୍ତୁ।

ମିଥୁନ: ମାନ-ସମ୍ମାନ ମିଳିବ। ଅପରାହ୍ଣରେ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ଋଣରୁ ମୁକ୍ତି ପାଇବେ। ବାପା ମାଆଙ୍କ ସହ ସମୟ ବିତାଇବେ।

ସିଂହ: ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସି ପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ଆଜି ଆପଣଙ୍କୁ ମିଶ୍ରଫଳ ମିଳିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଶରୀରର ଯତ୍ନ ନିଅନ୍ତୁ।

ତୁଳା: ଗୁରୁଜନଙ୍କୁ ସମ୍ମାନ ଦିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନ ପୋଷାକ କିଣି ପାରନ୍ତି।

ବିଚ୍ଛା: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ଧନୁ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମକର: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଧାଁଦୌଡ଼ରେ ଦିନଟି କଟିବ। ଅଳସୁଆ ଅନୁଭବ କରିବେ। ମନକୁ ସ୍ଥିର ରଖନ୍ତୁ।

ମୀନ: ଶରୀର ଫୂର୍ତ୍ତି ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ।

 



from Odisha Reporter http://bit.ly/2IKrJ5P

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages