ନବୀନ ନିବାସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 3, 2019

ନବୀନ ନିବାସ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

woman

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଜଣେ ମହିଳା ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ତାଙ୍କ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କଲା ବେଳେ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀମାନେ ତାଙ୍କୁ କାବୁ କରି ନେଇଥିଲେ।

ଏହି ମହିଳା ଜଣଙ୍କ ବିଜେଡିର ଉଦଳା ପ୍ରାର୍ଥୀ ଶ୍ରୀନାଥ ସୋରେନ୍‌ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ଶ୍ରୀନାଥ ସୋରେନ୍ ତାଙ୍କ ଇଜ୍ଜତ ସହିତ ଖେଳିଛନ୍ତି। ଏନେଇ ଅଭିଯୋଗ କଲେ ମଧ୍ୟ ତାଙ୍କୁ ନ୍ୟାୟ ମିଳି ନାହିଁ। ସେଥିପାଇଁ ସେ ଆତ୍ମାହୁତି ଉଦ୍ୟମ କରିଥିଲେ।

ପୁଲିସ୍ ତାଙ୍କୁ ଉଦ୍ଧାର କ୍ୟାପିଟାଲ୍‌ ହସ୍‌ପିଟାଲ୍‌କୁ ନେଇଯାଇଥିଲା।



from Odisha Reporter https://ift.tt/2FTlRFA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages