ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 23, 2019

ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ

vote

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।

ତେବେ ରାଜ୍ୟରେ ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

ସେହିପରି ସକାଳ ୯ଟା ସୁଦ୍ଧା ୬ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।



from Odisha Reporter http://bit.ly/2DrwKg0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages