ପ୍ଲାଷ୍ଟିକ୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 23, 2019

ପ୍ଲାଷ୍ଟିକ୍ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ

ସୋର(ଶଶିକାନ୍ତ ବେହେରା):ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍ ଅନ୍ତର୍ଗତ କହ୍ନେଇବିନ୍ଧା ପଞ୍ଚାୟତର ତିରୁଖା ଗାଁର ଥିବା ଶ୍ୟାମ ସୁନ୍ଦର ଦାସଙ୍କ ପ୍ଲାଷ୍ଟିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁରେ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଯାଇଛି। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ କେହି ମୃତାହତ ହୋଇନାହାନ୍ତି।



from Odisha Reporter http://bit.ly/2DucIBR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages