କେନ୍ଦ୍ରାପଡ଼ା: ବହୁ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

କେନ୍ଦ୍ରାପଡ଼ା: ବହୁ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ

ରାଜକନିକା,(ଓଡ଼ିଶା ରିପୋର୍ଟର)କେନ୍ଦ୍ରାପଡ଼ା ଜିଲ୍ଲାର ବହୁ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ଏନେଇ ରାଜକନିକାର ନେଉଳଗଡ଼ିଆରେ ବିଜେପିର ଏକ କର୍ମୀ ସମାବେଶ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ବହୁ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଆଳିର ବିଜେପି ପ୍ରାର୍ଥୀ ଦୋଳଗୋବିନ୍ଦ ନାୟକ, ବିଜେପି ଯୁବନେତା ରଶ୍ମିରଂଜନ ବେହେରା, ବ୍ରଜ ସୁନ୍ଦର ଭୂୟାଁ ପ୍ରମୁଖ ଯୋଗ ଦେଇ ମୋଦି ସରକାରର ଜନହିତକର ଯୋଜନା ସଂପର୍କରେ କର୍ମୀଙ୍କୁ ଅବଗତ କରାଇଥିଲେ।



from Odisha Reporter http://bit.ly/2UOKHzq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages