ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅଙ୍କୁ କଂଗ୍ରେସ ଟିକେଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 2, 2019

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅଙ୍କୁ କଂଗ୍ରେସ ଟିକେଟ୍

prithviballav

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ ଆଉ ୨ ଲୋକସଭା ଓ ୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀବଲ୍ଳଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀବଲ୍ଲଭଙ୍କ ନାଁ ରହିଛି। ତାଙ୍କୁ ଦଳ ବେଗୁନିଆ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

ନିକଟରେ ଦଳରେ ମିଶିଥିବା ବରିଷ୍ଠ ନେତା ପଞ୍ଚାନନ କାନୁନ୍‌ଗୋଙ୍କୁ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିବା ବେଳେ ଯାଜପୁରରୁ ମାନସ ଜେନାଙ୍କୁ ଟିକେଟ୍ ଦିଆଯାଇଛି।

ସେହିପରି ବାଲେଶ୍ୱର ବିଧାନସଭା ଆସନରୁ ମାନସ ଦାସ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଧର୍ମଶାଳାରୁ ସ୍ମୃତିରେଖା ପହି, ଯାଜପୁରରୁ ସନ୍ତୋଷ କୁମାର ନନ୍ଦ, ହିନ୍ଦୋଳରୁ ତ୍ରିନାଥ ବେହେରା, କାମାକ୍ଷାନଗରରୁ ଭବାନୀ ଶଙ୍କର ମହାପାତ୍ର, ବଡ଼ମ୍ବାରୁ ବବି ମହାନ୍ତି, ପାରାଦୀପରୁ ଅରିନ୍ଦମ ସର୍କେଲ ଓ ପିପିଲିରୁ ଯୁଧିଷ୍ଠିର ସାମନ୍ତରାୟଙ୍କୁ ପ୍ରାର୍ଥୀ କରାଯାଇଛି।



from Odisha Reporter https://ift.tt/2UpDhBS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages