ଚଳନ୍ତା କାର୍‌ରେ ଲାଗିଗଲା ନିଆଁ; ୩ଜଣ ଅଳ୍ପକେ ବର୍ତ୍ତିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ଚଳନ୍ତା କାର୍‌ରେ ଲାଗିଗଲା ନିଆଁ; ୩ଜଣ ଅଳ୍ପକେ ବର୍ତ୍ତିଗଲେ

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା-ବାରିପଦା ମୁଖ୍ୟ ରାସ୍ତାର ସାନକେରକ ଛକଠାରେ ଏକ ଚଳନ୍ତା କାରରେ ନିଆଁ ଲାଗିଯାଇଛି। ରାସ୍ତା ମଝିରେ କାର୍‌ଟି ହୁତୁହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ତେବେ ଗାଡ଼ିରେ ଥିବା ଡ୍ରାଇଭରଙ୍କ ସମେତ ୩ ଜଣ ବ୍ୟକ୍ତି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ତେବେ ତେଲ ଟାଙ୍କିରୁ ତେଲ ଲିକ୍ ହୋଇ କାର୍‌ରେ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି। କାର୍‌ଟି ବାରିପଦାରୁ ଉଦଳା ଅଭିମୁଖେ ଆସୁଥିଲା।



from Odisha Reporter http://bit.ly/2V0AZZZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages