ବିଜେପି କର୍ମୀଙ୍କୁ ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 17, 2019

ବିଜେପି କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ମୃତକ ହେଲେ ସଦାନନ୍ଦ ପ୍ରଧାନ।

ଗତକାଲି ବିଳମ୍ବିତ ରାତିରେ ଗାଁ ମଝିରେ ସଦାନନ୍ଦଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ପରେ ଗ୍ରାମବାସୀ ଓ ପରିବାର ଲୋକେ ତାକୁ ଉଦ୍ଧାର କରିଥିଲେ। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

କିଛି ଦିନ ତଳେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିଲା।



from Odisha Reporter http://bit.ly/2GjDZrh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages