ବିଜେପିରେ ମିଶିଲେ ଶତାଧିକ ବିଜେଡି କର୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 7, 2019

ବିଜେପିରେ ମିଶିଲେ ଶତାଧିକ ବିଜେଡି କର୍ମୀ

 

ଉଦଳା (ମାନସ ପାଣି):ବିଜେପିରେ ମିଶିଲେ ଶତାଧିକ ବିଜେଡି କର୍ମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ନିର୍ବାଚନମଣ୍ଡଳୀର କପ୍ତିପଦାରେ ବିଜେପି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବିଜେଡିର କପ୍ତିପଦା ବ୍ଲକ୍‌ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସମେତ ବିଜୁ ଜନତା ଦଳର ଶତାଧିକ କର୍ମୀ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହୋଇଥିଲେ। ରାଜ୍ୟ ସରକାରଙ୍କ ଅପାରଗତା ଓ ସ୍ଥାଣୁତା ଯୋଗୁଁ ମହିଳାମାନେ ଆଜି ଅସୁରକ୍ଷିତ ବୋଲି କହିବା ସହ ଉଦଳାର ବିଜେଡି ପ୍ରାର୍ଥୀ ଶ୍ରୀନାଥ ସୋରେନ୍‌ଙ୍କୁ କଡ଼ା ସମାଲୋଚନା କରିଥିଲେ।

ବିଜେପିର ଏହି ମିଶ୍ରଣ ପର୍ବରେ ଦଳର ଷ୍ଟାର ପ୍ରଚାରକ ରାଜୁ ଶ୍ରୀବାସ୍ତବ, ସିନେ ତାରକା ଶ୍ରୀତମ ଦାସ ଏବଂ ରାଜ୍ୟ ମହିଳା ମୋର୍ଚ୍ଚାର ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ଯୋଗ ଦେଇଥିଲେ।

 



from Odisha Reporter http://bit.ly/2OTClAk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages