ରାଜଧାନୀରେ ନିର୍ବାଚନୀ ହିଂସା: ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ରାଜଧାନୀରେ ନିର୍ବାଚନୀ ହିଂସା: ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ଆକ୍ରମଣ

ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର) ରାଜଧାନୀରେ ନିର୍ବାଚନୀ ହିଂସା । ଆଜି ଗୋଟିଏ ଦିନରେ ଦୁଇ ଦୁଇଟି ଆକ୍ରମଣ । ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମଧ୍ୟ ଆସନର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ବୋମା ମାଡ଼ ହୋଇଥିବା ବେଳେ ବିଜେଡିର ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ଗାଡ଼ି ଉପରକୁ ହୋଇଛି ଆକ୍ରମଣ ।

ଆଜି ନିର୍ବାଚନୀ ପ୍ରଚାର ସାରି ଫେରୁଥିବା ବେଳେ ଝାରପଡ଼ା କେନାଲ ରୋଡ଼ ନିକଟରେ ଅନନ୍ତଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ । ଦୁର୍ବୃତମାନେ ଅନନ୍ତଙ୍କ ଗାଡ଼ିକୁ ଅଟକାଇବା ସହ ତାଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ଅନନ୍ତ ଗୁରୁତର ହୋଇଛନ୍ତି । ତାଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତି କରାଯାଇଛି ।



from Odisha Reporter http://bit.ly/2UOIc08

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages