ଗରା ଓ ମାଠିଆ ଧରି ରାସ୍ତାରେ ବସିଲେ ମହିଳା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 8, 2019

ଗରା ଓ ମାଠିଆ ଧରି ରାସ୍ତାରେ ବସିଲେ ମହିଳା

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କାନେରଠାରେ ଆଜି ମହିଳାମାନେ ପାଣି ପାଇଁ ରାସ୍ତାରୋକ କରିଥିଲେ। ୨୦୦ରୁ ଊର୍ଦ୍ଧ୍ୱ ମହିଳା ଆଜି ଭୋର ପ୍ରାୟ ୫ଟାରୁ ଗରା ମାଠିଆ ଧରି ରାସ୍ତାରେ ବସିଥିଲେ। ଫଳରେ ମୋଟେଇ-ଜୟପାଟଣା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ପ୍ରଶାସନିକ ଅଧିକାରୀ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
ଅନେକ ଦିନ ହେଲା କାନେରରେ ପାଣି ସମସ୍ୟା ଲାଗି ରହିଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।



from Odisha Reporter http://bit.ly/2UIOsFC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages