ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ବାପ-ପୁଅ ସବୁଠୁ ଧନୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ବାପ-ପୁଅ ସବୁଠୁ ଧନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଧନୀ ହେଉଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କ ପୁଅ  ନବଜ୍ୟୋତି ପଟ୍ଟନାୟକ  ନେଇ ଏଡିଆର୍ ଇଲେକସନ୍ ଓ୍ୱାଚ୍ ପକ୍ଷରୁ ରିପୋର୍ଟ ଜାରି କରାଯାଇଛି  ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଆଗରେ ଅଛନ୍ତି ନିରଞ୍ଜନ ପଟ୍ଟନାୟକ  ଭଣ୍ଡାରୀପୋଖରୁ ଆସନରୁ ପ୍ରାର୍ଥୀ ହୋଇଥିବା ନିରଞ୍ଜନଙ୍କ  ସମ୍ପତ୍ତି ହେଉଛି ୬୦ କୋଟି 

ତାଙ୍କ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଜଗତସିଂହପୁର ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳ  ତାଙ୍କ ସମ୍ପତ୍ତିର ପରିମାଣ ହେଉଛି ୩୩ କୋଟି  ଏହାପରେ ୧୭କୋଟି ଟଙ୍କା ସହ ତୃତୀୟ ସ୍ଥାନରେ ଅଛନ୍ତି ଧର୍ମଶାଳାର ବିଜେଡି ପ୍ରାର୍ଥୀ ପ୍ରଣବକୁମାର ବଳବନ୍ତରାୟ

 

ସେହିପରି ଲୋକସଭା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ ଆଗରେ ଅଛନ୍ତି ତଥା ବାଲେଶ୍ୱର ଲୋକସଭାର କଂଗ୍ରେସ ପ୍ରାର୍ଥୀ ତଥା ନିରଞ୍ଜନଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ତାଙ୍କର ସମ୍ପତ୍ତିର ପରିମାଣ ୧୦୪ କୋଟି ଟଙ୍କା  ତାଙ୍କ ପରେ ଅଛନ୍ତି ବାଲେଶ୍ୱରର ବିଜେଡି ଲୋକସଭା ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ତାଙ୍କ ସମ୍ପତ୍ତିର ପରିମାଣ ହେଉଛି  ୭୨ କୋଟି  ଟଙ୍କା। ଏହାସହ ତୃତୀୟ ସ୍ଥାନରେ ରହିଛନ୍ତି ବିଜେପିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ତାଙ୍କ ସମ୍ପତ୍ତିର ପରିମାଣ  ୫୭ କୋଟି ଟଙ୍କା  ରହିଛି।

 



from Odisha Reporter http://bit.ly/2UGMmlR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages