ଓଲଟି ପଡ଼ିଲା ବସ୍‌; ୧୨ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 2, 2019

ଓଲଟି ପଡ଼ିଲା ବସ୍‌; ୧୨ ଆହତ

bus1

ତେଲକୋଇ (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଆକୁଳମଲଣ୍ଡା ନିକଟରେ ଏକ ବସ୍‌ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି।

ଆହତମାନଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ଟି କଣ୍ଟାମାଳରୁ କେନ୍ଦୁଝର ଆସୁଥିବା ବେଳେ ଆକୁଳମଲଣ୍ଡା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। 



from Odisha Reporter https://ift.tt/2OGChUt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages