ପଦ୍ମ ଧରିଲେ ରଘୁନାଥ ମହାନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 2, 2019

ପଦ୍ମ ଧରିଲେ ରଘୁନାଥ ମହାନ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିରେ ମିଶିଲେ ବିଜେଡିର ଟାଣୁଆ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଡାକ୍ତର ଦାମୋଦର ରାଉତଙ୍କ ସହ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ରଘୁନାଥ ମହାନ୍ତି।

ବିଜେଡିରୁ ତାଙ୍କୁ ଟିକଟ୍ ନମିଳିବାରୁ ଅସନ୍ତୁଷ୍ଟ ଥିଲେ ରଘୁନାଥ। ଏମିତିକି ସେ ଦାୟିତ୍ୱରେ ଥିବା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ପଦରୁ ମଧ୍ୟ କିଛି ଦିନ ତଳେ ଇସ୍ତଫା ଦେଇଥିଲେ। ରଘୁନାଥ ମହାନ୍ତିଙ୍କୁ ବିଜେପି ବସ୍ତାରୁ ଟିକଟ୍ ଦେବାର ସମ୍ଭାବନା ରହିଛି।



from Odisha Reporter https://ift.tt/2TSYPCh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages