ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 2, 2019

ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ଶ୍ରୀରାମଚନ୍ଦ୍ର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରର ଗ୍ରୀଲ୍ କାଟି ଦାନ ବାକ୍ସର ତାଲା ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି।

ଏହା ସହିତ ଦୁର୍ବୃତ୍ତମାନେ ମନ୍ଦିରରୁ ଦୁଇଟି ମୂର୍ତ୍ତି ନେଇ ଯାଇଥିବା ଜଣାପଡ଼ିଛି। ହେଲେ ସୀତାଦେବୀଙ୍କ ଅଷ୍ଟଧାତୁ ମୂର୍ତ୍ତିକୁ ନେଇ ଯିବାକୁ ଉଦ୍ୟମ କରିଥିଲେ ମଧ୍ୟ ତାହା ସଫଳ ହୋଇନାହାନ୍ତି। ଗୋଟିଏ ମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ।

ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା ସତ୍ତ୍ୱେ କେମିତି ଚୋରି ହେଲା, ସେ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।



from Odisha Reporter https://ift.tt/2UdfFRu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages