ଆଜିଠୁ ଯୁକ୍ତ ଦୁଇ ଖାତାଦେଖା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 7, 2019

ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

plustwo

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେଉଛି। ଆଜିଠାରୁ  ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେବ। ଏହା ଏପ୍ରିଲ୍ ୧୮ ତାରିଖ ଯାଏ ଚାଲିବ।

ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ୍ ୨୩ରୁ ଆରମ୍ଭ ହୋଇ ମେ’ ୨ତାରିଖ ଯାଏ ଚାଲିବ।

ଏଥର ୫୮ଟି ମାନୁଆଲ୍‌ ଓ ୩୬ଟି ଇ-ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗା ଯାଇଛି।

ମେ’ ମାସରେ ବିଜ୍ଞାନ ଓ ଜୁନ୍‌ରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।



from Odisha Reporter http://bit.ly/2IoZAAW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages