ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 18, 2019

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ

election

ଭୁବନେଶ୍ୱର(ଭୁବନେଶ୍ୱର): ଆଜି ରାଜ୍ୟରେ ୫ଟି ଲୋକସଭା ଓ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ତେଣୁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ କିଛି ଜାଗାରେ ଭୋଟ୍ ଗ୍ରହଣ ଆରମ୍ଭ ହେବା ପରେ ଇଭିଏମ୍ ଅଚଳ ହୋଇ ପଡ଼ିଥିବା ଖବର ଆସିଥିଲା।

ହେଲେ  ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ଗ୍ରହଣ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। କନ୍ଧମାଳରେ ୧୬%, ବରଗଡ଼-୨୦%, ଆସିକା-୨୦%, ସୁନ୍ଦରଗଡ଼-୧୮% ଓ ବଲାଙ୍ଗିର ସଂସଦୀୟ କ୍ଷେତ୍ରରେ ୧୫% ମତଦାନ ହୋଇଛି।

ସକାଳେ ୯ଟା ମଧ୍ୟରେ  ୭ ପ୍ରତିଶତ ମତଦାନ ହୋଇଥିଲା।



from Odisha Reporter http://bit.ly/2KKNMfi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages