କଟକ ବଡ଼ ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ; ଜଳିଗଲା ଓମ୍‌ଫେଡ୍ ପାର୍ଲର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

କଟକ ବଡ଼ ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ; ଜଳିଗଲା ଓମ୍‌ଫେଡ୍ ପାର୍ଲର

omfed

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା ପୁଣି ଥରେ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ୍‌ ପରିସରରେ ଥିବା ଏକ ଓମ୍‌ଫେଡ୍‌ ପାର୍ଲରରେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ପାର୍ଲରରେ ଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

fire1ମେଡିକାଲ୍‌ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ କେମିତି ନିଆଁ ଲାଗିଲା, ତାହା ଜଣାପଡ଼ିନି।

fire2ତେବେ କଟକ ବଡ଼ ମେଡିକାଲ୍‌ରେ ବାରମ୍ବାର ଅଗ୍ନିକାଣ୍ଡ ଘଟୁଥିବାରୁ ଏହାର ସୁରକ୍ଷା ଉପରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ମାସରେ ଏହି ମେଡିକାଲର ପାଥୋଲୋଜି ବିଭାଗର ସାଇଟୋଲଜି ସେକ୍ସନର ୨ଟି ଯାକ ରୁମ୍‌ରେ ନିଆଁ ଲାଗିଯାଇଥିଲା।



from Odisha Reporter http://bit.ly/2VbHABf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages