ଆଉ ୪ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ଆଉ ୪ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):କଂଗ୍ରେସ ପୁଣି ୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବଡ଼ସାହି ପାଇଁ ଦେବଯାନୀ ବେହେରା, ସୋରରୁ ସୁରେନ୍ଦ୍ର ପରମାଣିକ, ସିମୁଳିଆରୁ ଅନନ୍ତ ସେଠୀ ଓ ଚାନ୍ଦବାଲିରୁ ଦିଗମ୍ବର ଦାସଙ୍କ ନାମ ଘୋଷଣା କରାଯାଇଛି।



from Odisha Reporter http://bit.ly/2D0rL5V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages