ଟ୍ରେଲରକୁ ପିଟି ବାଇକ୍‌ ଆରୋହୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ଟ୍ରେଲରକୁ ପିଟି ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା। ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ସେରଗଡ଼ ଫାଣ୍ଡି ସମ୍ମୁଖରେ ଟ୍ରେଲର ପଛପଟେ ଏକ ବାଇକ୍‌ ପିଟି ହୋଇ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭଦ୍ରକ ଜିଲ୍ଲା ଚରମ୍ପା ଅଂଚଳର ସୌମରଞ୍ଜନ।

ସୂଚନା ଅନୁସାରେ ସୌମ୍ୟରଞ୍ଜନ ଆଜି ସକାଳେ ଏକ  ବାଇକ୍‌ ଯୋଗେ ବାଲେଶ୍ୱରରୁ ଭଦ୍ରକ ଯାଉଥିବାବେଳେ ସେରଗଡ଼ ଟୋଲଗେଟ୍ ପୂର୍ବରୁ ଏକ ଟ୍ରେଲରକୁ ପଛପଟେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହ ଟ୍ରେଲର୍ ଓ ବାଇକ ଜବତ କରି ତଦନ୍ତ କରୁଛି।



from Odisha Reporter http://bit.ly/2Ixc0YG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages