ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୪ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 24, 2019

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୪ ଗୁରୁତର

dead

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବଜାର ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଆହତମାନେ ହେଲେ ମୁଳିସିଂ ଗାଁର ଗୌରାଙ୍ଗ ଦାସ, ବାହାନଗାର ରାଧାକାନ୍ତ ମଳିକ, ତାହାରପୁରର ମହେଶ୍ୱର ମଳିକ ଓ ବାଲେଶ୍ୱର ଅଞ୍ଚଳର ନିତ୍ୟାନନ୍ଦ ମଳିକ।

ଦୁଇଟି ବାଇକ୍‌ରେ ସେମାନେ ଯାଉଥିବା ବେଳେ ବାହନଗା ବଜାର ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ପରେ ଚାରି ଜଣ ଯାକ ରାସ୍ତାରେ ଛିଟିକି ପଡ଼ିଥିଲେ।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତାଖାନାରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସୋର ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2W3kAl5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages