୮ ଜିଲ୍ଲାରେ ବର୍ଷା ହେବ, ପବନ ବହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 10, 2019

୮ ଜିଲ୍ଲାରେ ବର୍ଷା ହେବ, ପବନ ବହିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୮ ଜିଲ୍ଲାରେ ବର୍ଷା ହେବ। ଏପରିକି ପବନ ମଧ୍ୟ ବହିବ। ଏଥିପାଇଁ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଅପରାହ୍ନ ସାଢ଼େ ୫ଟା ମଧ୍ୟରେ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହେବ। ଏପରିକି ବଜ୍ରପାତ ହେବାର ଆଶଙ୍କ ରହିଛି। ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ।



from Odisha Reporter http://bit.ly/2P3qYWO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages