ବୁଥ୍‌କୁ ଯିବା ପୂର୍ବରୁ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ବୁଥ୍‌କୁ ଯିବା ପୂର୍ବରୁ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ

ଆନନ୍ଦପୁର ( ମୁନା ସିଂହ) : କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ପୋଲିଂ ବୁଥ୍କୁ ଯିବା ପୂର୍ବରୁ ପୋଲିଂ କର୍ମଚାରୀଙ୍କ ଆକସ୍ମିକ ମୃତ୍ୟୁ ହୋଇଛି। ମୃତକ ହେଲେ ଚମ୍ପୁଆ ହାଇସ୍କୁଲର କର୍ମଚାରୀ ଅଭୟ କୁମାର ସେଠୀ। ଘସିପୁରାର ୨୧ ନମ୍ବର  ବୁଥ୍ ନଂ ୧୪୯ରେ ତାଙ୍କର ଡ୍ୟୁଟି ପଡ଼ିଥିଲା।

ନିର୍ବାଚନ ଡ୍ୟୁଟିକୁ ବାହାରିବା ବେଳେ ଡେସପାଚ୍ ରୁମ୍ରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲ ନିଆଯାଇଥିଲା। ସେଠାରେ ଅଭୟଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର



from Odisha Reporter http://bit.ly/2Xxcwci

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages