ଘରେ ଶୋଇଥିଲା ବେଳେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 23, 2019

ଘରେ ଶୋଇଥିଲା ବେଳେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା ଅଭିଯୋଗ

ଟିଟିଲାଗଡ଼(ମାନସ ମହାନ୍ତି): ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଝରବାହାଲି ଗାଁରେ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଜଗଦୀଶ ମନହୀରା। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

ଗତକାଲି ରାତିରେ ଜଗଦୀଶ ଚାଷ ଜମି ନିକଟରେ ଥିବା ଏକ ଘରେ ଶୋଇଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।

ହତ୍ୟାକକାଣ୍ଡ ପଛରେ ରାଜନୈତିକ କାରଣ ଥାଇପାରେ ବୋଲି ସନ୍ଦେହ କରାଯାଉଛି।

 

 

 



from Odisha Reporter http://bit.ly/2XGvIEW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages