ଭୁବନେଶ୍ୱରରେ ମୋଦିଙ୍କ ମେଗା ରୋଡ ଶୋ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ଭୁବନେଶ୍ୱରରେ ମୋଦିଙ୍କ ମେଗା ରୋଡ ଶୋ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନୀ ପ୍ରଚାର ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ମୋଦି ପହଞ୍ଚିବା ପରେ ତାଙ୍କୁ ବିଜେପି ନେତା, କର୍ମୀ ଓ ସାଧାରଣ ଜନତାଙ୍କ ପକ୍ଷରୁ ଜୋରଦାର ସ୍ୱାଗତ କରାଯାଇଛି।

ବାଜା, ବାଣ ଓ ବିଶାଳ ଜନସମାଗମରେ ମୋଦି ରୋଡ ଶୋ’ କରିଛନ୍ତି। ଏହି ରୋଡ ଶୋ’ ବରମୁଣ୍ଡାରେ ଯାଇ ପହଞ୍ଚିବ। ସେଠାରେ ମୋଦି ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କୁ ଦେଖିବା ପାଇଁ ରାସ୍ତାର ଦୁଇ ପାର୍ଶ୍ୱରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।



from Odisha Reporter http://bit.ly/2GgkZdd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages