୫ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

୫ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

rape1

ଛତ୍ରପୁର (ଆଲୋକ ଗୌଡ଼): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ମାଣିତରା ଗାଁରେ ଏକ ୫ ବର୍ଷର ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ୧୧ ତାରିଖ ସନ୍ଧ୍ୟାରେ ଏ ଘଟଣା ଘଟିଥିବା ବେଳେ ଆଜି ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି।

ଅଭିଯୋଗ ପାଇବା ପରେ ପୁଲିସ୍ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଝିଅଟିର ସ୍ୱାସ୍ଥ୍ୟ ପରୀକ୍ଷା କରାଇଛି।

ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ଝିଅଟିକୁ ତା’ ଘରକୁ ଡାକି ନେଇ ଦୁଷ୍କର୍ମ କରିଥିଲା।

ଅଭିଯୁକ୍ତ ଫେରାର ହୋଇଯାଇଛି। ସେ ବିବାହିତ ବୋଲି ଜଣାପଡ଼ିଛି। ପୁଲିସ୍ ଅଭିଯୁକ୍ତକୁ ଧରିବାକୁ ଉଦ୍ୟମ କରିବା ସହ ଘଟଣାର ବିଭିନ୍ନ ଦିଗକୁ ବିଚାରକୁ ନେଇ ତଦନ୍ତ କରୁଛି।



from Odisha Reporter http://bit.ly/2G9THVI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages