ଡିପ୍ ଡ୍ରିପେସନର ପରିଣତ ହେଲା ‘ଫନି’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

ଡିପ୍ ଡ୍ରିପେସନର ପରିଣତ ହେଲା ‘ଫନି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ମହାସାଗରର ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଫନି’ ଡିପ୍ ଡିପ୍ରେସନର ରୂପ ନେଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୩୦ ତାରିଖ ସଂଧ୍ୟାରେ ଏହି ବାତ୍ୟା ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ତେବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିନପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଘରୋଇ ପାଣିପାଗ ସଂସ୍ଥା ଆକ୍ୟୁ ୱେଦର ଅନୁମାନ କରିଛି ଯେ ଏହି ବାତ୍ୟାର ପ୍ରଭାବ ଆଶିଂକ ଭାବେ ପୂର୍ବ ଉପକୂଳରେ ପଡ଼ିବ।



from Odisha Reporter http://bit.ly/2UZ5vVb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages