
ଯାଜପୁର(ଗୁଲାମ ଗସ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ନିକଟରେ ଥିବା ଏଚ୍ଡିଏଫ୍ସି ବ୍ୟାଙ୍କ ଏଟିଏମ୍କୁ ଦୁର୍ବୃତ୍ତମାନେ ତାଡ଼ି ନେଇଥିବା ଅଭିଯୋଗ ହୋଇଛି।
ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏପରି କରିଥିବା ଜଣାପଡ଼ିଛି। ଆଜି ସକାଳେ ଏଟିଏମ୍ କାଉଣ୍ଟର ଭିତରେ ମେସିନ୍ ନ ଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍କୁ ଖବର ଦେଇଥିଲେ।
ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିବା ବେଳେ ଏଟିଏମ୍ରେ ୧୨ ହଜାର ୫୦୦ ଟଙ୍କା ଥିଲା ବୋଲି ବ୍ୟାଙ୍କ କର୍ତ୍ତୃପକ୍ଷ କହିଛନ୍ତି।
from Odisha Reporter http://bit.ly/2UgKVdt
No comments:
Post a Comment