ନିରଞ୍ଜନଙ୍କୁ ପୁଣି ବିରୋଧ, ଭିଡିଓ ଭାଇରାଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ନିରଞ୍ଜନଙ୍କୁ ପୁଣି ବିରୋଧ, ଭିଡିଓ ଭାଇରାଲ୍‌

niranjan

ସୋନପୁର(ରବୀନ୍ଦ୍ର ହୋତା): ସୋନପୁରର ବିଜେଡି ପ୍ରାର୍ଥୀ ତଥା ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁଣି ଭୋଟରଙ୍କ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ତରଭା ବ୍ଲକ୍‌ ଅନ୍ତର୍ଗତ କୁଟାସିରା ଗାଁରେ ଏକ ସଭାରେ ଭୋଟରମାନେ ନିରଞ୍ଜନଙ୍କୁ ବିରୋଧ କରୁଥିବାର ଏକ ଭିଡିଓ ଭାଇରାଲ୍‌ ହୋଇଛି।

ଶୁକ୍ରବାର ଦିନ ନିରଞ୍ଜନ କୁଟାସିରା ଗାଁକୁ ନିର୍ବାଚନ ପ୍ରଚାର ପାଇଁ ଯାଇଥିଲେ। ହେଲେ ମିଛ ବିକାଶର ଡିଣ୍ଡିମ ପିଟୁଥିବା ମନ୍ତ୍ରୀଙ୍କୁ ସ୍ଥାନୀୟ ଲୋକେ ଗାଁ ସମସ୍ୟା ନେଇ ନାନା ପ୍ରଶ୍ନ କରିଥିଲେ। ଏଥିରେ ବ୍ୟତିବ୍ୟସ୍ତ ହୋଇ ମନ୍ତ୍ରୀ ମିଟିଂ ବନ୍ଦ କରିଦେବା କି ବୋଲି ପ୍ରଶ୍ନ କରୁଥିବା ଏହି ଭିଡିଓରେ ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ଦୁଇଦିନ ପୂର୍ବେ ଡୁଙ୍ଗୁରିପାଲିର କର୍ଲାଜୁରୀରେ ସଭା କରୁଥିବାବେଳେ ମନ୍ତ୍ରୀଙ୍କୁ ଭୋଟର୍ ବିରୋଧ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ମନ୍ତ୍ରୀ ଭୋଟରଙ୍କୁ ଧମକାଉଥିବା ଭିଡିଓ ଭାଇରାଲ୍ ହୋଇଥିଲା।

ଆହୁରି ମଧ୍ୟ ପଢ଼ନ୍ତୁ: ସଭାରେ ଧମକ ଦେଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ



from Odisha Reporter http://bit.ly/2I1kaYP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages