ଛତିଶଗଡ଼ରେ ୨ ନକ୍ସଲ ନିହତ, ସର୍ଚ୍ଚ ଅପରେସନ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 20, 2019

ଛତିଶଗଡ଼ରେ ୨ ନକ୍ସଲ ନିହତ, ସର୍ଚ୍ଚ ଅପରେସନ ଜାରି

ବିଜାପୁର: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ୨ ନକ୍ସଲଙ୍କ ମୃତ୍ୟୁ ହୋଇଛି। ବିଜାପୁର ଜିଲ୍ଲାର ପମେଡ ଜଙ୍ଗଲରେ ଗ୍ରେହାଉଣ୍ଡସ ଫୋର୍ସ ଏବଂ ଛତିଶଗଡ ପୁଲିସର ମିଳିତ ଅପରେସନ ବେଳେ ଦୁଇ ନକ୍ସଲଙ୍କ ମୃତ୍ୟୁ ହୋଇଛି।

ଏବେ ବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ସୂଚନା ରହିଛି।



from Odisha Reporter http://bit.ly/2KSiXpe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages