୮ ଏପ୍ରିଲ, ସୋମବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 7, 2019

୮ ଏପ୍ରିଲ, ସୋମବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

ମେଷ: ଆପଣଙ୍କ ବ୍ୟବହାର ଯେମିତି କାହାକୁ କଷ୍ଟ ନ ଦେବ ସେଥିପ୍ରତି ଧ୍ୟାନ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ।

ମିଥୁନ: ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ନୂଆ ଯୋଜନା ଆରମ୍ଭ କରିବେ।

କର୍କଟ: ଦିନଟି ବହୁତ ଭଲରେ କଟିବ। ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ବହୁତ ଭଲ ଅଛି। ଅସୁସ୍ଥ ଅନୁଭବ କରିବେ।

ସିଂହ: କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ମନରେ ନକାରାତ୍ମକ ଭାବନା ସୃଷ୍ଟି ହେବ।

କନ୍ୟା: ଦୃଢ଼ ଆତ୍ମବିଶ୍ୱାସ ଓ ସଠିକ୍‌ ନିଷ୍ପତ୍ତି ଯୋଗୁ ଆଜି ଆପଣଙ୍କର ସବୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସମାଜରେ ସମ୍ମାନ ଓ ପ୍ରତିଷ୍ଠା ମିଳିବ।

ତୁଳା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଗାଡ଼ି ଚଲାଇଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ୱାଦୁ ଭୋଜନ ଖାଇବେ।

ବିଛା: ଜୀବନସାଥୀଙ୍କ ସହଯୋଗ ମିଳିବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେପରିବାରରେ ଭଲ ବାତାବରଣ ରହିବ। ହଠାତ୍‌ କୌଣସି ଶୁଭ ଖବର ମିଳିପାରେ।

ଧନୁ:  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ମନୋରଞ୍ଜନରେ ଅଧିକ ସମୟ କଟିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି ପର୍ଯ୍ୟଟନସ୍ଥଳୀକୁ ଯାତ୍ରା କରିପାରନ୍ତି।

କୁମ୍ଭ: ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟ ଭଲ ରହିବ।

ମୀନ: ପରିଶ୍ରମ ଅନୁସାରେ କାର୍ଯ୍ୟରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।



from Odisha Reporter http://bit.ly/2OSwD1N

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages