ମଇଦାନରେ ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 9, 2019

ମଇଦାନରେ ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଶ୍ରୀମତୀ ଅପରାଜିତ ଷଡଙ୍ଗୀ ୱାର୍ଡ଼କୁ ୱାର୍ଡ଼ ବୁଲି ପ୍ରଚାର କରୁଛନ୍ତି। ରାଜ୍ୟ ସରକାରଙ୍କ ବିଫଳତା ଓ କେନ୍ଦ୍ର ସରକାରଙ୍କ ସଫଳତା ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି। ରାଜ୍ୟରେ ପରିବର୍ତ୍ତନର ନାରା ନେଇ ସେ ଭୋଟ୍‌ ମାଗୁଛନ୍ତି।

ଶ୍ରୀମତୀ ଷଡଙ୍ଗୀ ଆଜି ଇଟିପୁର ପଞ୍ଚାୟତରେ ଆୟୋଜିତ ଜନ ସମ୍ପର୍କ ପଦଯାତ୍ରାରେ ଯୋଗଦେଇଛନ୍ତି। ସାଥୀରେ ଅଛନ୍ତି ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂ ଓ ଅନ୍ୟମାନେ।

 



from Odisha Reporter http://bit.ly/2I8rFNU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages