୧ ମେ’, ବୁଧବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 30, 2019

୧ ମେ’, ବୁଧବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

astro

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସହୁସିର ପରିବେଶ ରହିବ।

ବୃଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ଆଜି କୌ଼ଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣି ପାରନ୍ତି।

ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମୀନ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ପଦୋନ୍ନତିର ଯୋଗ ରହିଛି।



from Odisha Reporter http://bit.ly/2DG9c7c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages