ଭୋଟ୍ ଦେବାକୁ ଆସି ଟଳିପଡ଼ିଲେ ବୃଦ୍ଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 17, 2019

ଭୋଟ୍ ଦେବାକୁ ଆସି ଟଳିପଡ଼ିଲେ ବୃଦ୍ଧ

death

ଆସିକା(ମନୋଜ ମୁନି):ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି କଂସାମାରି ବୁଥ୍‌ରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଭୋଟ୍ ଦେବାକୁ ଆସି ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଉଛନ୍ତି ନଟବର ବେହେରା।

ନଟବର ଭୋଟ୍‌ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ହଠାତ୍‌ ସେ ତଳେ ପଡ଼ିଯାଇଥିଲେ। ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅଂଶୁଘାତ ଯୋଗୁ  ନଟବରଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

 

 



from Odisha Reporter http://bit.ly/2v9qXaz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages