ଶପଥ ନେବା ପୂର୍ବରୁ ମୋଦିଙ୍କୁ ଭେଟିଲେ ଜଗନ ରେଡ୍ଡୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 26, 2019

ଶପଥ ନେବା ପୂର୍ବରୁ ମୋଦିଙ୍କୁ ଭେଟିଲେ ଜଗନ ରେଡ୍ଡୀ

jagan reddy meet modi

ନୂଆଦିଲ୍ଲୀ: ସୋମବାରରୁ ଶନିବାର ମଧ୍ୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ଓ୍ୱାଇଏସଆର କଂଗ୍ରେସ ଦଳର ନେତା ଜଗନ ରେଡ୍ଡୀ। ଏହା ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜଗନ ରେଡ୍ଡୀ ତାଙ୍କ ବାସଭବନରେ ଭେଟି ଶୁଭେଛା ଜଣାଇବା ସହ ଆଶୀର୍ବାଦ ନେଇଛନ୍ତି। ଏହି ଭେଟଘାଟ ଭିତରେ ଆନ୍ଧ୍ରପ୍ରଦେଶ ବିକାଶରେ କେନ୍ଦ୍ରର ସହଯୋଗ ସହ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା କଥା ପ୍ରଧାନମନ୍ତ୍ରୀଙ୍କୁ ଜଗନ ରେଡ୍ଡୀ କହିଥିବା ସୂଚନା ରହିଛି।

ଚଳିତଥର ଆନ୍ଧ୍ରପ୍ରଦେଶରେ ଏକା ସାଙ୍ଗରେ ବିଧାନସଭା ଓ ଲୋକସଭା ନିର୍ବାଚନ ହୋଇଥିଲା। ମୋଟ ୧୭୫ ବିଧାନସଭା ଆସନରୁ ଜଗନ ରେଡ୍ଡୀଙ୍କ ଦଳ ଓ୍ୱାଇଏସଆର କଂଗ୍ରେସ ୧୫୧ଟି, ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି ୨୩ଟି ଆସନରେ ବିଜୟୀ ହୋଇଛି। ସେହିପରି ୨୫ ସାଂସଦ ଆସନ ମଧ୍ୟରୁ ୨୨ଟି ଆସନରେ ବିଜେପି ଏବଂ ତେଲୁଗୁ ଦେଶମ ପାର୍ଟି ୩ଟି ଆସନରେ ବିଜୟୀ ହୋଇଛି।



from Odisha Reporter http://bit.ly/2WrlhIi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages