ନବୀନଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

ନବୀନଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା

ପୁରୀ(ଓଡ଼ିଶା ରିପୋର୍ଟର): ଲଗାତର ପଞ୍ଚମ ଥର ପାଇଁ ଆଜି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଆଉ ଏହି ଅବସରରେ ତାଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ। ‘ଆପଣମାନେ ଖୁସି ତ’ ସଂଳାପକୁ ନେଇ ସେ ନବୀନ ପଟ୍ଟନାୟକଙ୍କ ଏକ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବାକୁ ତାଙ୍କୁ ୩ ଘଣ୍ଟା ସମୟ ଲାଗିଥିଲା। ଏଥିନିମନ୍ତେ ୨୫ କେଜି ମାଟି ବ୍ୟବହାର କରିଥିଲେ।



from Odisha Reporter http://bit.ly/2YR5tfm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages