ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଞ୍ଚମ ଥର ପାଇଁ ନବୀନ ମୁଖ୍ୟମନ୍ତ୍ରୀ  ଭାବେ ଶପଥ ନେଇଛନ୍ତି।  ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।



from Odisha Reporter http://bit.ly/2JIZ56r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages