ସିନେ ଅଭିନେତା ସୁନିଲ ନାୟକଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

ସିନେ ଅଭିନେତା ସୁନିଲ ନାୟକଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ବର୍ଷ ହୋଇଥିଲା। ହୃତଘାତରେ ସୁନିଲଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଏକ କମେଡି ଧାରାବାହିକର ସୁଟିଂ ସେଟ୍‌ରେ ଅଚାନକ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ସୁନିଲ। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଡୁନ୍ ଭାଇ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ସୁନିଲ ଅନେକ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ। ପରଲୋକ ପରେ ବହୁ ଟେଲି କଳାକାର ସୁନିଲଙ୍କ ପାର୍ଥୀବ ଶରୀରର ଅନ୍ତିମ ଦର୍ଶନ କରିଛନ୍ତି ।



from Odisha Reporter http://bit.ly/2YRSav9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages